ଭୁବନେଶ୍ୱର, ଆଜି ରାଜଧାନୀର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣଙ୍କ ହେଉଛନ୍ତି ୧୬ ନମ୍ବର ୱାର୍ଡ ବେହେରା ବସ୍ତି ଅଞ୍ଚଳର ବୃନ୍ଦାବନ ମହାନ୍ତି। ବେକରେ ରଶି ଲଗେଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେ ଜଣେ ଅଟୋ ଚାଳକ ଥିଲେ। ଲକଡ।ଉନ୍ ପାଇଁ ନିଜର ଜୀବିକା ହରାଇଥିବାରୁ, ସେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତାଙ୍କର ଦୁଇଟି ଝିଅ ଏବଂ ସ୍ତ୍ରୀ ଅଛନ୍ତି। ବୃନ୍ଦାବନ ଙ୍କ ମୃତ୍ୟୁ ପରେ ପୁରା ପରିବାର ଭାଙ୍ଗି ପଡିଛି।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ