ଢେଙ୍କାନାଳ, ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ତେଣୁ କରୋନା ମୁକାବିଲା କରିବା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି ଜିଲ୍ଲା ପ୍ରଶାସନ। ଆଜି ଢେ଼ଙ୍କାନାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ନିଷ୍ପତି ନିଆଯାଇଛି। ଢ଼େଙ୍କାନାଳ ସହର ଆସନ୍ତାକାଲି ଠାରୁ ଦୁଇ ଦିନ ପାଇଁ ସଟଡାଉନ ରହିବ । ଏନେଇ ଘୋଷଣା କରିଛନ୍ତି ଢ଼େଙ୍କାନାଳ ଜିଲ୍ଳାପାଳ । ଶନିବାର ଓ ରବିବାର ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ ସହିତ କାଲିଠୁ ଦୁଇ ଦିନ ମଧ୍ୟ ବନ୍ଦ ରହିବ । ସହରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛି ପ୍ରଶାସନ। ସଟଡାଉନ ସମୟରେ ସହରର ସମସ୍ତ ପରିବା ଦୋକାନୀଙ୍କ କରୋନା ଟେଷ୍ଟ କରାଯିବ । କରୋନା ଟେଷ୍ଟ ପାଇଁ ପ୍ରଶାସନ ପକ୍ଷରୁ ୨ଟି ସ୍ଥାନରେ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳୁଛି।
ଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ର