ରାଜ୍ୟରେ ଆଜି ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ଜଣଙ୍କର ମୃତ୍ୟୁ ଘଟିଛି । ୩ଜଣ ମୃତକ ମଧ୍ୟରେ ଦୁଇ ଜଣ ଗଞ୍ଜାମର ଓ ଜଣେ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଗଞ୍ଜାମର ୬୫ ଓ ୮୬ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ଭୁବନେଶ୍ୱରରେ ଜଣେ ୭୨ବର୍ଷୀୟ ବୃଦ୍ଧଙ୍କ କରୋନାରେ ଜୀବନ ଯାଇଥିବା ନେଇ ସୂଚନା ରହିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ