କଟକ, କରୋନା ସମୟରେ କଟକରେ ଦୂର୍ଗାପୂଜାକୁ ନେଇ ଚାଲିଛି ପ୍ରସ୍ତୁତି। ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ପୋଲିସ କମିସନର ସୁଧାଂଶୁ ଷଡଙ୍ଗୀ । ସେ କହିଛନ୍ତି, କଟକରେ ଏଥର ଦୁର୍ଗାପୂଜା ପାଇଁ ସଜାସଜି କିମ୍ୱା ଭସାଣି ହେବନାହିଁ । ଏଥି ନିମନ୍ତେ ଅନ୍ୟ କୌଣସି ବ୍ୟବସ୍ଥା କରାଯିବ । ବିନା ଶ୍ରଦ୍ଧାଳୁରେ କେବଳ ବିଧିରକ୍ଷା ପାଇଁ ପୂଜା ର ଆୟୋଜନ କରାଯିବ । ପୂଜା କମିଟିର ସୀମିତ ଲୋକ ପୂଜାରେ ସାମିଲ ହେବେ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ