ଭୁବନେଶ୍ୱର, ତମାଣ୍ଡୋର ଉର୍ମିଳା ପଟନାୟକଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ଧରି ସେ ଶଯ୍ୟାଶାୟୀ ଥିଲେ । ସେ ଜଣେ ପରୋପକାରୀ ଓ ଧର୍ମପରାୟଣ ମହିଳା ଥିଲେ । ସେ ତମାଣ୍ଡ ଅଂଚଳର ଜଣାଶୁଣା ବ୍ୟବସାୟୀ ଆଶୁତୋଷ ପାଟ୍ଟନାଇକ ଓ ଭୁବନେଶ୍ୱର ବ୍ଲକର ଅଧକ୍ଷ ଅବିନାଶ ପାଟ୍ଟନାଇକଙ୍କ ମା ଅଟନ୍ତି। ତାଙ୍କ ବିୟୋଗରେ ଏ ଅଂଚଳରେ ଶୋକର ଛାୟା ଖେଳିଯାଇଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ