ନବରଙ୍ଗପୁର, ରାଜ୍ୟରେ କରୋନା ମହାମାରୀ କମିବାର ନା ଧରୁନି । ତେଣୁ ରାଜ୍ୟରେ କରୋନା ମୁକାବିଲା କରିବା ପାଇଁ ବିଭିନ୍ନ ଜିଲ୍ଳାରେ ଭିନ୍ନ ଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଉଛି । ଏହାରି ମଧ୍ୟରେ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । ଏହାକୁ ଘୋଷଣା କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ୨୪ତାରିଖ ସନ୍ଧ୍ୟା ୭ଟାରୁ ୨୭ ତାରିଖ ସକାଳ ଯାଏଁ ସଟଡାଉନ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ