ନବରଙ୍ଗପୁର, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏ ସବୁକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜିଲ୍ଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ସେହିପରି ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ନବରଙ୍ଗପୁର ୩ଦିନ ପାଇଁ ସଟଡ଼ାଉନ ରହିବ । ସେଠାରେ ୮ତାରିଖ ଭୋର ୫ଟାରୁ ୧୦ତାରିଖ ମଧ୍ୟରାତ୍ରି ଯାଏଁ ସଟଡାଉନ ରଖିବାକୁ ଘୋଷଣା କରିଛନ୍ତି ଜିଲ୍ଲାପାଳ । ସଟଡାଉନ ସମୟରେ ଜରୁରୀ ସେବା ଉପଲବ୍ଧ ହେବ । ଆଉ ସବୁ ଅନ୍ୟାନ୍ୟ ଦୋକାନ ଓ ବଜାର ବନ୍ଦ ରହିବ ବୋଲି ସୂଚନା ମିଳିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ