ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ବିଧାୟକଙ୍କୁ ଉଦବୋଧନ ଦେଇଛନ୍ତି । ସେ ନିଟ୍ ଓ ଜେଇଇ ମେନ୍ ପରୀକ୍ଷାର୍ଥୀଙ୍କ ସହଯୋଗ ପାଇଁ ଆହ୍ୱାନ ଦେଇଛନ୍ତି । ସବୁ ପିଲା ଆମ ପରିବାରର ତେଣୁ କଷ୍ଟ ସମୟରେ ପିଲାଙ୍କ ସହ ରୁହନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ବନ୍ୟା ଓ କୋଭିଡ଼ ସ୍ଥିତିରେ ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖାଯାଇଥିଲା। କିନ୍ତୁ ତାହା ହେଲାନାହିଁ। ତେଣୁ ପିଲାଙ୍କୁ ପାଖରେ କମ ସମୟ ଥିବା ହେତୁ ସରକାରପିଲାଙ୍କ ମାଗଣା ପରିବହନ ଓ ରହିବା ବ୍ୟବସ୍ଥା କରିଛନ୍ତି । ଓଡ଼ିଶା ମୋ ପରିବାର କାର୍ଯ୍ୟକ୍ରମରେ ପିଲାଙ୍କୁ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
କୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ରନାରୀ ବେଶରେ ପୁରୁଷ କରନ୍ତି ପୂଜା