ନୀଳଗିରି ବିଧାୟକଙ୍କ ପରେ କଟକ ଜିଲ୍ଲାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କ ପିଏସ୍ଓ ଓ ଡ୍ରାଇଭର୍ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବିଧାୟକ ଶ୍ରୀ ବେହେରା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ଚିନ୍ତା ବଢ଼ିଯାଇଛି। ସେ ନିକଟ ଅତୀତରେ ଅନେକ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ତେଣୁ ପ୍ରଶାସନ ପକ୍ଷରୁ ଖୋଳତାଡ ଚାଲିଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ