ଭୁବନେଶ୍ୱର, ପଶ୍ଚିମ ଓଡ଼ିଶାର ଗଣ ପର୍ବ ହେଉଛି ନୂଆଖାଇ। ଏହା ସେମାନଙ୍କର ଏକ ପାରମ୍ପରିକ ପର୍ବ ମଧ୍ୟ । କିନ୍ତୁ କରୋନା ପାଇଁ ଚଳିତ ବର୍ଷ ଧୁମଧାମରେ ପାଳିତ ହୋଇପାରୁନାହିଁ । ଏହି ଅବସରରେ ଆଜି ରାଜ୍ୟବାସୀଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିବ ସହ ମୁଖ୍ୟମନ୍ତ୍ରୀ ସଭିଙ୍କୁ ନୂଆଖାଇ ଜୁହାର ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଜ୍ୟବାସୀଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ସମସ୍ତଙ୍କର ଉନ୍ନତି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୋଦି। ନୂଆଖାଇ ଅବସରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ଲୋକସଭା ବାଚସ୍ପତି ଓମ ବିର୍ଲା ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ