You are currently viewing ପୁଣି କରୋନାରେ ପ୍ରାଣ ହରାଇଲେ ୧୦ ଆକ୍ରାନ୍ତ

ପୁଣି କରୋନାରେ ପ୍ରାଣ ହରାଇଲେ ୧୦ ଆକ୍ରାନ୍ତ

ଭୁବନେଶ୍ୱର, ଆଜି ରାଜ୍ୟରେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ପୁରୀ ଓ କଟକରୁ ୨ଜଣ ଲେଖାଏଁ, ଗଞ୍ଜାମ, ଖୋର୍ଦ୍ଧା, ବଲାଙ୍ଗୀର, କଳାହାଣ୍ଡି, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।