You are currently viewing ପୁଣି ଗଲା ୧୦ ଜୀବନ

ପୁଣି ଗଲା ୧୦ ଜୀବନ

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।