ପୁଣି ବାହାରିଲେ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ୬୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୧୧ ଜଣ ସଂଗରୋଧ ଗୃହରୁ ହୋଇଥିବାବେଳେ ୨୦୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି। ଏଥି ସହ ରାଜ୍ୟର ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୯୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି

Leave A Reply

Your email address will not be published.