You are currently viewing ପୁଣି ୧୪୩୪ ନୂଆ ଆକ୍ରାନ୍ତ ଚିହ୍ନଟ

ପୁଣି ୧୪୩୪ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ହୁ ହୁ ହେଇ ବଢ଼ିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।