You are currently viewing ପୁଣି ୭୩୬ ଆକ୍ରାନ୍ତ ଚିହ୍ନଟ
Nurse wearing respirator mask holding a positive blood test result for the new rapidly spreading Coronavirus, originating in Wuhan, China

ପୁଣି ୭୩୬ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୨୫ଜିଲ୍ଲାରୁ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭୩୬କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୫୫ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।