ଭୁବନେଶ୍ୱର, କରୋନା ଯୋଗୁଁ ଚଳିତ ବର୍ଷ ପରୀକ୍ଷା ଫଳ ବାହାରିବାର ଅନେକ ବିଳମ୍ବ ଘଟିଛି। ପାଠପଢା ସହ ଛାତ୍ରଛାତ୍ରୀଙ୍କ ଆଡ଼ମିଶନ ରେ ମଧ୍ୟ ଅଧିକ ପ୍ରଭାବ ପଡିଛି । କିନ୍ତୁ ଏହରି ଭିତରେ ଜାରି ରହିଥିଲା ଖାତାଦେଖା । ଅଗଷ୍ଟ ୧୨ ତାରିଖରେ +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ୧୨ଟା ୩୦ରେ +୨ ବିଜ୍ଞାନ ପରୀକ୍ଷା ରେଜଲ୍ଟ ବାହାରିବ । ଏହା ସହ ଅଗଷ୍ଟ ତୃତୀୟ ସପ୍ତାହରରେ +୨ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଅଗଷ୍ଟ ଶେଷ ସୁଦ୍ଧା +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ