ସମସ୍ତ କଳ୍ନନାଜଳ୍ପନାର ଅନ୍ତ ଘଟାଇ ଶେଷରେ ପ୍ରକାଶ ପାଇଛି ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । ପରୀକ୍ଷା ଫଳ ପ୍ରକାଶ ଓ ଛାତ୍ରଛାତ୍ରୀଙ୍କ ଶୁଭେଚ୍ଛା ନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ । http://cbseresults.nic.in ୱେବସାଇଟରେ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଉପଲବ୍ଧ ହୋଇଛି ।ଏ ବର୍ଷର ପାସ ହାର ୮୮.୭୮ପ୍ରତିଶତ ରହିଛି । ଯାହା ଗତବର୍ଷ ତୁଳନାରେ ୫.୩୮ ପ୍ରତିଶତ ଅଧିକ । ରାଜଧାନୀ ଭୁବନେଶ୍ୱର ରିଜିଅନରେ ପାସ ହାର ୯୧.୪୭% ରହିଛି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା