ଭୁବନେଶ୍ୱର, ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଥିଲା । ତେଣୁ ହୀରାକୁଦର ଗେଟ୍ ଖୋଲିବା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି । ସେହି ବନ୍ୟା କ୍ଷୟକ୍ଷତି ନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ସେ କହିଛନ୍ତି ବନ୍ୟାରେ ୧୭ଜଣଙ୍କ ଜୀବନ ହାନି ଘଟିଛି। ବନ୍ୟାରେ ୨୦ଟି ଜିଲ୍ଲା ପ୍ରଭାବିତ ହୋଇଛି । ୨୦ଟି ଜିଲ୍ଲାର ୧୧୨ଟି ବ୍ଲକର ୩୨୫୬ ଗ୍ରାମର ୧୪ଲକ୍ଷ ୩୨ହଜାର ୭୦୧ ଜଣ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ