ଭୁବନେଶ୍ୱର, ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ସେ କୋରାପୁଟ ର ତତ୍କାଳୀନ ଜିଲ୍ଲା କୃଷି ଅଧିକାରୀ ଥିଲେ। ସୂଚନା ଥାଉକି, ଗତ ଜୁଲାଇ ୨ରେ ଭିଜିଲାନ୍ସ ହାତରେ ପ୍ରଦୀପ ଧରାପଡିଥିଲେ । ଗାଡିରୁ ଜବତ ହୋଇଥିବା ୧୧ ଲକ୍ଷ ଟଙ୍କାର ହିସାବ ମଧ୍ୟ ଦେଇପାରିନଥିଲେ । ସେହିଦିନ ତାଙ୍କୁ ଗିରଫ କରି ଜେଲ ପଠାଇଥିଲା ଭିଜିଲାନ୍ସ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ