ଭୁବନେଶ୍ୱର, ଦେଶ ଓ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଆଉ ଜଣେ ନେତା କରୋନା କବଜାକୁ ଆସିଛନ୍ତି । ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ପଜିଟିଭ ଚିହ୍ନଟ ହେବା ପରେ ସେ ନିଜେ ଏନେଇ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିଛନ୍ତି । ଏହାସହ ଗତକିଛି ଦିନ ତଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବା ସହ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ