You are currently viewing ବିଜେଡ଼ି ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କରୋନା

ବିଜେଡ଼ି ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର, ବିଜେଡ଼ି ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନା ପଜିଟିଭ୍ ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । କରୋନାର କୌଣସି ଲକ୍ଷଣ ନଥିଲେ ମଧ୍ୟ ସଙ୍ଗରୋଧରେ ଅଛନ୍ତି ବିଧାୟକ । ଏବେ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ସେ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ପୂର୍ବରୁ ତାଙ୍କ ଡ୍ରାଇଭର ପଜିଟିଭ ଚିହ୍ନଟ ହୋଇଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।