You are currently viewing ବିଶ୍ୱ ଅଙ୍ଗଦାନ ଦିବସରେ ଅଙ୍ଗଦାନ କରିଥିବା ବ୍ୟକ୍ତିଙ୍କୁ ସୂରଜ ପୁରସ୍କାର ପ୍ରଦାନ

ବିଶ୍ୱ ଅଙ୍ଗଦାନ ଦିବସରେ ଅଙ୍ଗଦାନ କରିଥିବା ବ୍ୟକ୍ତିଙ୍କୁ ସୂରଜ ପୁରସ୍କାର ପ୍ରଦାନ

ଭୁବନେଶ୍ୱର, ବିଶ୍ୱ ଅଙ୍ଗଦାନ ଦିବସରେ ସକରାରଙ୍କ ପକ୍ଷରୁ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଅବସରରେ ଅଙ୍ଗଦାନ କରିଥିବା ବ୍ୟକ୍ତି ଓ ତାଙ୍କ ପରିବାରକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଙ୍ଗଦାନ କରିଥିବା ବ୍ୟକ୍ତି ସର୍ବଦା ସ୍ମରଣୀୟ ରହିବେ । ଅଙ୍ଗଦାନକୁ ଜନଆନ୍ଦୋଳନରେ କରିଣତ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଅଙ୍ଗଦାନ କରିଥିବା ବ୍ୟକ୍ତିଙ୍କ ପରିବାରକୁ ସୂରଜ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି । ଅଙ୍ଗଦାତା ପି. ପ୍ରିୟଙ୍କାରାଣୀ ପାତ୍ର , ସୁଚିତ୍ରା ଦାସ ଓ ରାଜଲକ୍ଷ୍ମୀ ଦାସଙ୍କ ପରିବାରକୁ ମଧ୍ୟ ସୂରଜ ପୁରସ୍କାର ସହ ୫ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।