ସମ୍ବଲପୁର ମହାନଗର ନିଗମ ଅଧୀନରେ ଥିବା ବୁର୍ଲାକୁ ୨ ଦିନ ଲାଗି ପ୍ରଶାସନ ପକ୍ଷରୁ ସଟଡାଉନ୍ କରାଯାଇଛି । ଆସନ୍ତା ୯ ଓ ୧୦ ତାରିଖ ପାଇଁ ଏହି ସଟଡାଉନ ଘୋଷଣା କରାଯାଇଛି । ଏହି ସମୟରେ ସମ୍ବଲପୁର ସ୍ଥିତ ବୁର୍ଲାର ୩ରୁ ୭ନମ୍ବର ଯାଏଁ ସଟଡ଼ାଉନ ଘୋଷଣା କରାଯାଇଛି । ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିପଡ଼ିଛି କରୋନା । ତେଣୁ ବିଭିନ୍ନ ଜିଲ୍ଲାରେ ଏହାକୁ ମୁକାବିଲା କରିବା ପାଇଁ ଭିନ୍ନ ଭିନ୍ନ ପଦକ୍ଷେପ ନିଆଯାଉଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଳା ପ୍ରଶାସନ ପକ୍ଷରୁ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । କେବଳ ଜରୁରୀକାଳିନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି । ବୁର୍ଲା ମେଡ଼ିକାଲ କ୍ୟାମ୍ପସକୁ ସଟଡାଉନରୁ କୋହଳ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜନସମ୍ପର୍କ ଅଧିକାରୀ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ