ଭଦ୍ରକ ବିଧାୟକଙ୍କୁ କରୋନା

ଭଦ୍ରକ, ଆଜି ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଭଦ୍ରକ ବିଧାୟକ ସଞ୍ଜିବ ମଲ୍ଲିକ କରୋନାରେ ସଂକ୍ରମିତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା କରିବା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.