ରାଜ୍ୟରେ ବଢି ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ତେଣୁ ସବୁ ଜିଲ୍ଲାରେ କରୋନା ମୁକାବିଲା କରିବା ପାଇଁ ଭିନ୍ନ ଭିନ୍ନ ପଦକ୍ଷେପ ନିଆଯାଉଛି। ଏହାରି ମଧ୍ୟରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ସହର ଆଜିଠୁ ସଟ୍ଡାଉନ ରହିିିବ। ଆଜି ଓ କାଲି ୨ ଦିନ ପାଇଁ ସଟ୍ଡାଉନ ରଖିବାକୁ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାସହ ଗାଡ଼ି ଚଳାଚଳ ଓ ସମସ୍ତ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିର୍ଦେଶ ଦିିଆଯାଇଛି। ପ୍ରଶାସନ ଘର ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବ ବୋଲି ସୂଚନା ମିଳିଛି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ