ବୁର୍ଲା, ବୁର୍ଲା ସ୍ଥିତ ଭିସୁଟ ସହ ଆଜି ଭାରତୀୟ ଅନ୍ତରୀକ୍ଷ ଗବେଷଣା କେନ୍ଦ୍ରର ଏକ ଏମଓୟୁ ସ୍ୱାକ୍ଷର ହୋଇଛି । ଇସ୍ରୋ ମୁଖ୍ୟ ଡ଼. କେ ଶିବନ ଏବଂ ଭିସୁଟ କୁଳପତି ପ୍ରଫେସର ଅଟଳ ଚୌଧୁରୀଙ୍କ ମଧ୍ୟରେ ଏକ ଭର୍ଚୁଆଲ ଏମଓୟୁ ସ୍ୱାକ୍ଷରିତ ହୋଇଛି । ପ୍ରଥମ ଥର ପାଇଁ ଇସ୍ରୋ ଦେଶର ଏକ ବିଶ୍ୱବିଦ୍ୟାଳୟ ସହ ଗବେଷଣା ପାଇଁ ଚୁକ୍ତି କରିଛି । ଚୁକ୍ତି ଅନୁସାରେ ଇସ୍ରୋ ପକ୍ଷରୁ ମହାକାଶ ଗବେଷଣା କ୍ଷେତ୍ରରେ ବୈଷୟିକ ଅର୍ଥିକ ସହାୟତା ଯୋଗାଇ ଦିଆଯିବ । ସେଠାରେ ଏକ କେନ୍ଦ୍ର ସ୍ଥାପନ ପାଇଁ ଇସ୍ରୋ ଆବଶ୍ୟକୀୟ ସମସ୍ତ ସୁବିଧା ଓ ବୈଷୟିକ ପରାମର୍ଶ ପ୍ରଦାନ କରିବ ବୋଲି ସୂଚନା ମିଳିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ