ପୁରୀ, ପୁରୀ ସାକ୍ଷୀଗୋପାଳର କୋପାଳଜୀଉ ମନ୍ଦିରରେ ୧୪୪ ଧାରା ଜାରି ହୋଇଛି । ମନ୍ଦିର ଚାରିପାଖର ୨୦୦ ମିଟର ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ ହୋଇଛି । ଚନ୍ଦନପୋଖରୀଠାରୁ ସିଦ୍ଧବକୁଳ ଯାଏଁ କଟକଣା ଲାଗୁ କରିଛି ପ୍ରଶାସନ । ୨୨ରୁ ୨୫ ତାରିଖ ବଡ ଏକାଦଶୀ ପର୍ଯ୍ୟନ୍ତ ଏହି କଟକଣା ରହିବ । ସାକ୍ଷୀଗୋପାଳ ମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ମନା ହୋଇଛି । କେବଳ ମନ୍ଦିରରେ ସେବାୟତ ନୀତିକାନ୍ତି କରିବେ । ମନ୍ଦିରରେ ପବିତ୍ର ରାଧା ପାଦ ଦର୍ଶନ ବନ୍ଦ ହୋଇଛି ।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ