ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । କରୋନା ଲଢ଼େଇରେ ସାମିଲ ହୋଇଥିବା ସମସ୍ତ କରୋନା ଯୋଦ୍ଧାଙ୍କ ପାଇଁ ୧ମିନିଟ ନୀରବ ପ୍ରାର୍ଥନା କରିବା ନେଇ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିିଥିଲେ । ତେଣୁ ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ସାରା ଓଡ଼ିଶାରେ ୧ମିନିଟ ପାଇଁ ନୀରବ ପ୍ରାର୍ଥନା କରିଛନ୍ତି ରାଜ୍ୟବାସୀ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ