You are currently viewing ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟିତ

ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା କୋରାପୁଟରେ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟିତ

କୋରାପୁଟ, ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଥିବାବେଳେ, ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରୁଛନ୍ତି । କରୋନା ପାଇଁ ପ୍ଲାଜମା ସହାୟତାରେ ରୋଗୀମାନଙ୍କର ଚିକିତ୍ସା କରାଯାଉଛି । ଏହାରି ମଧ୍ୟରେ କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।