ନୂଆପଡ଼ା, ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ବୁଢାପଡାଗାଁରେ ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ ଚକିତ ଘଟଣା। ଏକ ଶିଶୁର ମୃତ ଶରୀର ଉଦ୍ଧାର ହୋଇଛି। କିନ୍ତୁ ଶରୀରରୁ ମୁଣ୍ଡ ଅଲଗା କରିଦିଆ ଯାଇଛି। ମୃତ ଶିଶୁଟିର ପରିଚୟ ଏ ପର୍ଯ୍ୟନ୍ତ ଜଣାପଡି ନାହିଁ । ବୋଡ଼େନ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ