ଭୁବନେଶ୍ୱର, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଏହାର ପ୍ରଭାବରେ ଆସନ୍ତା ୧୯ରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ରାଜ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମିଳିଥିବା ସୂଚନା ମୁତାବକ, କାଲିଠାରୁ ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଏବଂ ୧୯ରେ କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର , ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ