ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ୪ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ମୃତକଙ୍କ ବୟସ ଯଥାକ୍ରମେ ୪୧,୫୮,୪୮ ଓ ୩୨ । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ସେହିପରି ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍