ରାଜ୍ୟରେ ଆଜି ଆଉ ୨୧ ଟି ଜିଲ୍ଲାରୁ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୯୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ