ଭୁବନେଶ୍ୱର, ରାଜ୍ୟରେ ଆଜି ୨୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାର ୨, ରାୟଗଡ଼ା ୨, ଗଞ୍ଜାମ ୪, ବଲାଙ୍ଗୀର ୧, ନୟାଗଡର ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ