ଭୁବନେଶ୍ୱର, ରାଜ୍ୟରେ କରୋନା ରେ ଆଜି ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଓ ବାଲେଶ୍ୱରରୁ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ୨, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, କୋରାପୁଟ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ