You are currently viewing ରାଜ୍ୟରେ ଆଜି ୧୩୩୭ ଆକ୍ରାନ୍ତ ଚିହ୍ନଟ
Nurse wearing respirator mask holding a positive blood test result for the new rapidly spreading Coronavirus, originating in Wuhan, China

ରାଜ୍ୟରେ ଆଜି ୧୩୩୭ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୩୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୫୨୨ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।