You are currently viewing ରାଜ୍ୟରେ ଆଜି ୧୩୮୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୧୩୮୪ ଆକ୍ରାନ୍ତ ଚିହ୍ନଟ

 ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଜି ପୁଣି ୧୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୨୯୭ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୩୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । 

ଅନ୍ୟମାନଙ୍କୁ ଜଣାନ୍ତୁ।