You are currently viewing ରାଜ୍ୟରେ ଖୋଲିବ ପର୍ଯ୍ୟଟନ ସ୍ଥଳୀ

ରାଜ୍ୟରେ ଖୋଲିବ ପର୍ଯ୍ୟଟନ ସ୍ଥଳୀ

ଭୁବନେଶ୍ୱର, ରାଜ୍ୟରେ କରୋନା ଯୋଗୁଁ ବନ୍ଦ ପଡିଥିବା ପର୍ଯ୍ୟଟନ ସ୍ଥଳୀ ଅକ୍ଟୋବରରୁ ଖୋଲିବ। ସମସ୍ତ କରୋନା ଗାଇଡଲାଇନ୍ ଭିତରେ ପର୍ଯ୍ୟଟନ ସ୍ଥଳୀ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତବର୍ଷ ୫ଟି ସ୍ଥାନରେ ଇକୋ ରିଟ୍ରିଟ ଆୟୋଜିତ ହେବ । ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।