ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୪୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୪୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍