ଭୁବନେଶ୍ୱର, ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ନେଇ ସତର୍କ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ପାହାଡ଼ିଆ ଅଞ୍ଚଳରେ ବନ୍ୟା ଓ ଭୂସ୍ଖଳନ ଆଶଙ୍କା ରହିଛି । ଉପକୂଳ ଅଞ୍ଚଳରେ ଦୁର୍ବଳ ନଦୀବନ୍ଧ ଉପରେ ବି ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡ୍ରାଫ ଓ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ମତ୍ସ୍ୟଜୀବୀମାନେ ଏହି ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ଏସଆରସି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ତେଣୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏହାସହ ୧୦ଜିଲ୍ଲା ଯଥା ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ବୌଦ୍ଧ, ଜଗତସିଂହପୁର, କଟକ ଓ ଅନୁଗୁଳ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ