ଭୁବନେଶ୍ୱର, ରାଜ୍ୟର ବିଭିନ୍ନ ସ୍ଥାନରେ ଅକ୍ଟୋବର ୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ରୁ ୫ ତାରିଖ ଯାଏଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୧୬ଟି ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢେଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା , ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ରୁ ୬ ଅକ୍ଟୋବର ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ୧୨ ଜିଲ୍ଲା ଯଥା- ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଞ୍ଜାମ, ନୂଆପଡା, କନ୍ଧମାଳ, ବଲାଙ୍ଗୀର, ବରଗଡ, ସମ୍ବଲପୁର, ସୋନପୁର, ଅନୁଗୁଳ, କେନ୍ଦୁଝରରେ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ସେହିପରି ୬ରୁ ୭ ଅକ୍ଟୋବର ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ