You are currently viewing ରାଜ୍ୟରେ ୫ମୁଣ୍ଡ ନେଲା କରୋନା

ରାଜ୍ୟରେ ୫ମୁଣ୍ଡ ନେଲା କରୋନା

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମର ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପୁରୀ, ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।