ରାଜ୍ୟରେ ଆଜି ଆଉ ୬ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନାରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମରେ ୩, କେନ୍ଦ୍ରାପଡ଼ାରେ ଜଣେ, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ କରୋନା ଜନିତ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST