You are currently viewing ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ, ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ଘଟିଛି । ପୁରୀ ମେଡ଼ିକାଲରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ପ୍ରେମାନନ୍ଦ ୧୦ବର୍ଷ ଧରି ଦଇତାପତି ନିଯୋଗର ସଭାପତି ରହିଥିଲେ ।

ସୂଚନା ଅନୁଯାୟୀ, ଦୁଇ ଦିନ ହେବ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।

ଅନ୍ୟମାନଙ୍କୁ ଜଣାନ୍ତୁ।