ଭୁବନେଶ୍ୱର, ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ କାଳିଆ ଟଙ୍କା ଫେରାଇ ନେବେ ନାହିଁ ରାଜ୍ୟ ସରକାର । କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ନିର୍ଦ୍ଦେଶାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶାନାମା ଦିଆଯାଇଛି । ଏନେଇ ସବୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଚିଠି ଲେଖିଛି କୃଷି ବିଭାଗ । କାଳିଆ ଟଙ୍କା ଫେରାଇବା ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି । କାରଣ କରୋନା ପରିସ୍ଥିତି ଓ ଖରିଫ ଫସଲକୁ ଆଖି ଆଗରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା