ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ କଟକ, ଭୁବନେଶ୍ୱର ଓ ରାଉରକେଲାରେ ପ୍ଲାଜମା ବ୍ୟାଙ୍କ ହୋଇଥିଲା । ପ୍ଲାଜମା ବ୍ୟାଙ୍କ ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପ୍ଲାଜମା ଚିକିତ୍ସା ଦ୍ୱାରା ୬୦ଜଣ ରୋଗୀଙ୍କ ଚିକିତ୍ସା ଚାଲିଛି । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସୁସ୍ଥ ରହିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ