ଭୁବନେଶ୍ୱର, ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ଏନେଇ ଆଜି ସୁଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ଯେ, ‘ଅଧିବେଶନ କେମିତି ଚାଲିବ , ସେନେଇ ଲୋକସଭା ବାଚସ୍ପତିଙ୍କ ସହ କଥା ହୋଇଛି । କୋଭିଡ ନିୟମ ନେଇ କର୍ଣ୍ଣାଟକ ଓ ରାଜସ୍ଥାନ ବାଚସ୍ପତିଙ୍କ ସହ ଆଲୋଚନା ହୋଇଛି । ଅଧିବେଶନରେ ସରକାରଙ୍କ ସମସ୍ତ କୋଭିଡ ନିୟମ ମାନିବାକୁ ପଡିବ ।’
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି