୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବଲାଙ୍ଗୀର, କଟକ, ଗଞ୍ଜାମ,ଭୁବନେଶ୍ୱର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.