You are currently viewing ଆଜି ବାହାରିଲେ ୪୩୩୦ ଆକ୍ରାନ୍ତ

ଆଜି ବାହାରିଲେ ୪୩୩୦ ଆକ୍ରାନ୍ତ

ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୫୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୮୮୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୬୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।