You are currently viewing ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ

ଆସନ୍ତାକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ । ଏଥିସହିତ ସେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ଗତକାଲି ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । 

ଅନ୍ୟମାନଙ୍କୁ ଜଣାନ୍ତୁ।